ରାଜ୍ୟର ଦୁଇ କ୍ୟାବିନେଟ ମନ୍ତ୍ରୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିବେ

ଭୁବନେଶ୍ୱର – ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି ବିଜେପି ସଭାପତି ଜେ .ପି ନଡ୍ଡା । ରାଜ୍ୟର ଦୁଇ କ୍ୟାବିନେଟ୍ ମନ୍ତ୍ରୀ ଜଗନ୍ନାଥ ସରକା ଓ ଟୁକୁନି ସାହୁ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିବେ । ନାମାଙ୍କନ ପତ୍ରରେ ଦସ୍ତଖତ କରିବେ ଦୁଇ ମନ୍ତ୍ରୀ । ନାମାଙ୍କନ ଦାଖଲ ସମୟରେ ଦୁଇ ମନ୍ତ୍ରୀ ଉପସ୍ଥିତ ରହିବେ ।

Comments are closed.