ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟ ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପବିତ୍ର ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ରାଜ୍ୟର ପ୍ରଗତି ସହ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.