ଗିରଫ ହେଲେ ନିମାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର – ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ନିମାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀ ଗିରଫ ହୋଇଛନ୍ତି । ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।
ଦେହୁରୀଙ୍କଠାରୁ ମୋଟ ୩ କୋଟି ୫୪ ଲକ୍ଷ ଟଙ୍କାର ସଂପତ୍ତି ଠାବ ହୋଇଥିବା କହିଛି ଭିଜିଲାନ୍ସ ।

ସେ ଆୟଠାରୁ ୩୩୩% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ କହିଛି । ମଙ୍ଗଳବାର ଦେହୁରୀଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ହୋଇଥିଲା ।

Comments are closed.