କାନ୍ତକବି ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ କାନ୍ତକବି ଲକ୍ଷ୍‌ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ‘ବନ୍ଦେ ଉତ୍କଳ ଜନନୀ’ ଭଳି କାଳଜୟୀ ରଚନା ସହ ଓଡିଆ ସାହିତ୍ୟ ଜଗତରେ ତାଙ୍କର ଅମ୍ଳାନ କୃତି ତାଙ୍କୁ ସର୍ବଦା ସ୍ମରଣୀୟ କରିବ ରଖିବ ବୋଲି ମୁଖ୍ୟମନ୍ତ୍ରୀ ବାର୍ତାରେ କହିଛନ୍ତି ।

Comments are closed.