ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ – ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପରେ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତ ସାଂସଦ ଏବଂ ବିଧାୟକଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ। ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ପ୍ରମୁଖ ଭାରତର ପଞ୍ଚଦଶ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Comments are closed.