ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ

ନୂଆପଡ଼ା – ନୂଆପଡ଼ା ଜିଲ୍ଲାରେ ସଡ଼କ ଦୁର୍ଘଟଣା । କୋମନା ଥାନା ତରବୋଡ ଗାଁ ନିକଟରେ ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ୨ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।ଏ ଯାଏଁ ମୃତାହତଙ୍କ ପରିଚୟ ମିଳିପାରିନାହିଁ।

Comments are closed.