ପୁରୀ ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ

ପୁରୀ – ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଗଲେ ୩ ପର୍ଯ୍ୟଟକ । ଦୁଇଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ରାୟଗଡ଼ର ମିନାକ୍ଷୀ ନାୟକ । ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ସମୁଦ୍ରକୂଳ ଥାନା ପୋଲିସ ।

Comments are closed.