ଗଭୀର ଅବପାତ : ୧୧ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର -ସକ୍ରିୟ ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ଅନୁଗୁଳ, ନୂଆପଡ଼ା, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ।

ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ସତର୍କ ସୂଚନା ଦିଆଯାଇଛି।

Comments are closed.