ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର – ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ ହୋଇଯାଇଛି । କଟକର ଏକ ଘରୋଇ ହସ୍ପିଟାଲରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ ଦେବପ୍ରିୟ ମହାପାତ୍ର। ଏଥିସହ ସେ ଆଲାହାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇଥିଲେ।

Comments are closed.