୭୨ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଆଜି ସାରାଦେଶରେ ୭୨ତମ ଗଣତନ୍ତ୍ର ଦିବସର ଉଲ୍ଲାସ । ଗଣତନ୍ତ୍ରର ଏହି ମହାପର୍ବ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ଏକ ସଶକ୍ତ ଓ ସମୃଦ୍ଧ ଓଡିଶା ଗଠନ ପାଇଁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.