ଝାରସୁଗୁଡ଼ା ସଡ଼କ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ଝାରସୁଗୁଡ଼ା ସରବାହଲ ନିକଟରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ଦୁଃଖିତ ହେବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସେ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।

Comments are closed.