ଆସନ୍ତା ୨୦ ତାରିଖ ବେଳକୁ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର – ବାତ୍ୟା ଆଶଙ୍କା ନେଇ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୧୭/୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟ କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି ଆସନ୍ତା ୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

Comments are closed.