‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- କଲେଜ ସହ ପୁରାତନ ଛାତ୍ରଛାତ୍ରୀଙ୍କୁ ଯୋଡିବା ଲକ୍ଷ୍ୟ ନେଇ ଆରମ୍ଭ ହେବାକୁ ଯାଉଛି ‘ମୋ କଲେଜ’ ଅଭିଯାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ କରିବାକୁ ଯାଉଛନ୍ତି । ଆଜି ଅପରାହ୍ନରେ ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ ହେବ । ହାତରେ ହାତ ମିଶାଇ ଏହି ଅଭିଯାନକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

Comments are closed.