ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ବନକ ଲାଗି ନୀତି, ସଂଧ୍ୟା ୫ରୁ ରାତି ୧୦ ଯାଏଁ ଦର୍ଶନ ବନ୍ଦ

ପୁରୀ – ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକ ଲାଗି ନୀତି । ଏଥିପାଇଁ ସଂଧ୍ୟା ୫ଟା ରୁ ୧୦ ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇ ଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିଥାଏ ।

ସୂଚନା ଅନୁଯାୟୀ, ଆଜି ପବିତ୍ର କାର୍ତ୍ତିକ କୃଷ୍ଣ ନବମୀ ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଦ୍ବିତୀୟ ଭୋଗ ମଣ୍ଡପ ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Comments are closed.