ଆସନ୍ତାକାଲି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ – ଆସନ୍ତାକାଲି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ସବୁ ରବିବାରୁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ବନ୍ଦ ରଖିବାକୁ ପୂର୍ବରୁ ନିଷ୍ପତ୍ତି ନେଇଥିଲା, ଯାହା କି ଆସନ୍ତାକାଲିଠାରୁ କାର୍ଯ୍ୟକାରୀ ହେବାକୁ ଯାଉଛି । ରବିବାର ଶ୍ରୀମନ୍ଦିରକୁ ସାନିଟାଇଜେସନ କରାଯିବ ।

Comments are closed.