ଆଜି ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ

ନୂଆଦିଲ୍ଲୀ – ଆଜି ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ଦିନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିବେ ମୁଖ୍ୟ ନିର୍ବାଚନ କମିଶନର। ପୂର୍ବରୁ ଗତମାସରେ କେବଳ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଥିଲେ କମିଶନ। କିନ୍ତୁ ଗୁଜରାଟ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ଟାଳି ଦେଇଥିଲେ।

୧୮୨ ଆସନ ବିଶିଷ୍ଟ ଗୁଜରାଟ ବିଧାନସଭା ନିର୍ବାଚନ ମୁଖ୍ୟତଃ ବିଜେପି ଓ କଂଗ୍ରେସ ମଧ୍ୟରେ ଲଢେଇ ହୁଏ । କିନ୍ତୁ ଏଥର ଆମ ଆଦମୀ ପାର୍ଟି ଦୁଇ ଦଳକୁ କଡ଼ା ଟକ୍କର ପାଇଁ ପ୍ରସ୍ତୁତ ହେଉଛି।

Comments are closed.