ବୈଜ୍ଞାନିକ ସି.ଭି ରମଣଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର -ଆଜି ଭାରତରତ୍ନ ତଥା ନୋବେଲ ପୁରସ୍କାର ବିଜେତା ପଦାର୍ଥ ବିଜ୍ଞାନୀ ସି.ଭି ରମଣଙ୍କ ଜୟନ୍ତୀ। ଏହି ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୁଗାନ୍ତକାରୀ ରମଣ ପ୍ରଭାବର ଆବିଷ୍କାର ସହ ତାଙ୍କର ଅନ୍ୟାନ୍ୟ ଉଲ୍ଲେଖନୀୟ ବୈଜ୍ଞାନିକ ସଫଳତା ସାରାବିଶ୍ବର ବୈଜ୍ଞାନିକ ଓ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଯୋଗାଉଥିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.