ଭୁବନେଶ୍ୱର – ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ -ଇଡି ତଦନ୍ତ ଆରମ୍ଭ କରିଛି। ଆଜି ସକାଳୁ କଳାହାଣ୍ଡି ଜିଲ୍ଲା କେଶିଙ୍ଗାସ୍ଥିତ ଅର୍ଚ୍ଚନା ନାଗଙ୍କ ବାପଘରେ ଇଡି ପକ୍ଷରୁ ଚଢ଼ାଉ ଚ ହୋଇଛି। ଏହାଛଡ଼ା ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ଜଳେଶ୍ବର ଅଞ୍ଚଳରେ ଥିବା ପୈତୃକ ଘର ଓ ରାଜଧାନୀ ଭୁବନେଶ୍ଵର ସତ୍ୟବିହାରସ୍ଥିତ ବାସଭବନ, ବନ୍ଧୁ ଖଗେଶ୍ୱର ଓ ଶ୍ରଦ୍ଧାଞ୍ଜଳିଙ୍କ ଘରେ ଏକକାଳୀନ ଚଢ଼ାଉ କରିଛି ଇଡି ।
Comments are closed.