ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କୋରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେବା ସହ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।

Comments are closed.