ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକାକରଣକୁ ଜାତୀୟ ମିଶନରେ ପରିଣତ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ନବୀନ ଧନ୍ୟବାଦ ଜଣାଇଛନ୍ତି । ଟିକା ନ ନେବା ଯାଏ କେହି ସୁରକ୍ଷିତ ନୁହନ୍ତି । ପ୍ରତ୍ୟେକ ଲୋକଙ୍କ ଜୀବନ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

Comments are closed.