ପ୍ରବଳ ବର୍ଷାର ପୂର୍ବାନୁମାନ, ରାଜ୍ୟର ୬ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର- ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୬ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ, ସମ୍ବଲପୁର, ଅନୁଗୁଳ ଓ ବୌଦ୍ଧ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.