ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି, ମିଳିବ ୪ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି ।

ଜୁଲାଇ ପହିଲା 2022 ରୁ ଏହା ପିଛିଲା ଭାବେ ଲାଗୁ ହେବ ।

Comments are closed.