ଶୀତଳଷଷ୍ଠୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ପବିତ୍ର ଶୀତଳଷଷ୍ଠୀ । ଶୀତଳଷଷ୍ଠୀ ତଥା ଶିବ ବିବାହ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ, ଦେବ ଦଂପତ୍ତିଙ୍କ ଆଶୀର୍ବାଦ କୋଭିଡ ସଙ୍କଟକୁ ଦୂର କରିବା ସହ ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଆଣିଦେଉ ।

Comments are closed.