ପବିତ୍ର ମହାଶିବରାତ୍ରି ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର – ଆଜି ପବିତ୍ର ମହା ଶିବରାତ୍ରି ତଥା ଜାଗର । ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାଦେବଙ୍କ ଅପାର କରୁଣା ସଭିଙ୍କ ଜୀବନକୁ ସୁଖ ଓ ଶାନ୍ତିରେ ଭରି ଦେଉ ବୋଲି ମହାଶିବରାତ୍ରିର ଶୁଭେଚ୍ଛା ଜଣାଇ କହିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.