ଡିଜିପିଙ୍କୁ ଭେଟିଲେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା

ଭୁବନେଶ୍ୱର – ଡିଜିପି ସୁନୀଲ ବଂଶଲଙ୍କୁ ଆଜି ସାକ୍ଷାତ କରିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଡିଜିପି କ୍ୟାମ୍ପ ଅଫିସରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଥିବା ଜଣାପଡ଼ି । ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ। ନବକିଶୋର ଦାସ ହତ୍ୟା ମାମଲାରେ ତଦନ୍ତର ଅଗ୍ରଗତି ନେଇ ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି।
ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ମଧ୍ୟ ଆଲୋଚନା ହୋଇଛି।

Comments are closed.