ଗୀତା ମାହାତ୍ମ୍ୟ: ଶନୈଃ ଶନୈରୁପରମେଦ୍‌ବୁଦ୍ଧ୍ୟା ଧୃତିଗୃହୀତୟା । ଆତ୍ମସଂସ୍ଥଂ ମନଃ କୃତ୍ୱା ନ କିଞ୍ଚିଦପି ଚିନ୍ତୟେତ୍ ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ୟାନ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଶନୈଃ ଶନୈରୁପରମେଦ୍‌ବୁଦ୍ଧ୍ୟା ଧୃତିଗୃହୀତୟା ।
ଆତ୍ମସଂସ୍ଥଂ ମନଃ କୃତ୍ୱା ନ କିଞ୍ଚିଦପି ଚିନ୍ତୟେତ୍ ।।୨୫।।

ଅର୍ଥାତ୍: ଧୀର ଓ ଅବିଚଳିତ ଭାବେ, ବୁଦ୍ଧିର ଦୃଢ଼ ନିଶ୍ଚୟ ଦ୍ୱାରା, ମନ କେବଳ ଭଗବାନଙ୍କଠାରେ ସ୍ଥିର ରହିବ ଏବଂ ଅନ୍ୟ କୌଣସି ଚିନ୍ତନ କରିବ ନାହିଁ ।

Comments are closed.