ଟୋକିଓ ଅଲିମ୍ପିକ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଜାତୀୟ ହକି ଦଳକୁ ସମ୍ବର୍ଦ୍ଧିତ କରିବେ ରାଜ୍ୟ ସରକାର

ଭୁବନେଶ୍ୱର – ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରି ସାରାଦେଶକୁ ଉଲ୍ଲସିତ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଆଜି ଭୁବନେଶ୍ୱରରେ ସମ୍ବର୍ଦ୍ଧିତ କରାଯିବ । ଦୁଇ ଦଳ ଆଜି ଭୁବନେଶ୍ୱରରେ ପହଞ୍ଚୁଛନ୍ତି । କଳିଙ୍ଗ ହକି ଷ୍ଟାଡିୟମରେ ଓଡିଶା ସରକାର ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ । ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଥିଲା ବେଳେ ମହିଳା ଦଳ ଚତୁର୍ଥ ସ୍ଥାନରେ ରହିଥିଲା । ଓଡିଶା ସରକାର ଭାରତୀୟ ହକି ଦଳର ପ୍ରାୟୋଜକ ଅଛନ୍ତି ।

Comments are closed.