ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 

ଭୁବନେଶ୍ୱର – ପୂର୍ବାନୁମାନ ଅନୁସାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ୮ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇ ୯ ତାରିଖରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡ଼ର ରୂପ ନେବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

Comments are closed.