ବାଚସ୍ପତି ବିକ୍ରମ କେଶରୀ ଆରୁଖ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରମ ମନ୍ତ୍ରୀଙ୍କ ଇସ୍ତଫା 

ଭୁବନେଶ୍ବର – ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସମୀରଙ୍କ ପୂର୍ବରୁ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ଆଜି ଇସ୍ତଫା ଦେଇଥିଲେ । ଏହି ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପୂର୍ବରୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ଇସ୍ତଫା ଦେଇଛନ୍ତି। ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ନୂତନ ବାଚସ୍ପତି ମଧ୍ୟ ନିଯୁକ୍ତି କରାଯିବ ବୋଲି ଜଣାପଡ଼ିଛି।

Comments are closed.