ରାଜ୍ୟରେ ଆଉ ୬୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ କଟକରୁ ସର୍ବାଧିକ ୩୮, ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଯାଜପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ , ଅନୁଗୁଳ ଓ ନବରଙ୍ଗପୁରରୁ ୨ ଲେଖାଏଁ, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ୬୯୭କୁ ବୃଦ୍ଧି ପାଇଛି ।

Comments are closed.