ବ୍ୟବସାୟୀଙ୍କୁ ଅପହରଣ ଓ ମୁଣ୍ଡ ଜାମିନ ଘଟଣାରେ ୫ ଅଭିଯୁକ୍ତଙ୍କୁ ତଡିପାର କରିବ ପୋଲିସ

ଭୁବନେଶ୍ୱର- ବ୍ୟବସାୟୀ ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ଅପହରଣ ଓ ମୁଣ୍ଡ ଜାମିନ ଘଟଣାରେ ୫ ଅଭିଯୁକ୍ତଙ୍କୁ ତଡିପାର କରିବ ପୋଲିସ । ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଛି ପୋଲିସ । ଏହି ଘଟଣାରେ ଏକ ୱେବ ପୋର୍ଟାଲ୍‌ର ମହିଳା ସାମ୍ବାଦିକଙ୍କ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି । ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରାଜ ଫେରାର ଅଛି ବୋଲି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତଙ୍କଠାରୁ ମାରଣାସ୍ତ୍ର ଜବତ କରିଛି ପୋଲିସ ।

Comments are closed.