ଟ୍ରାକ୍ଟର ଓଲଟି ଡ୍ରାଇଭର ସମେତ ୩ଜଣ ଶ୍ରମିକ ଗୁରୁତର

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ବାହାଳି ଗାଁରେ ଟ୍ରାକ୍ଟର ଦୁର୍ଘଟଣା ଘଟିଛି। ଏଥିରେ ଡ୍ରାଇଭର ସମେତ ୩ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ଟ୍ରାକ୍ଟର ଡ୍ରାଇଭର ରାକେଶ ପୋଢ଼, ଶ୍ରମିକ ମନୋଜ ପୋଢ଼ ଏବଂ ଓମ ନାଏକ । ସମସ୍ତଙ୍କୁ ଭୀମ ଭୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comments are closed.