କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାଏଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବଦଳି

ଭୁବନେଶ୍ୱର – ବରିଷ୍ଠ ପୋଲିସ ଅଧିକାରୀ ତଥା କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାଏଙ୍କୁ ବଦଳି । ବ୍ରିଜେଶଙ୍କୁ କଟକ ସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି।

Comments are closed.