ମୁଖ୍ୟମନ୍ତ୍ରୀ ଜଣାଇଲେ ରାକ୍ଷୀ ପୂର୍ଣିମା ଶୁଭେଚ୍ଛା 

ଭୁବନେଶ୍ୱର – ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଆଜି ମଧ୍ୟ ଗହ୍ମା ପୂର୍ଣ୍ଣିମା ଓ ବଳଭଦ୍ର ଜନ୍ମ । ରାକ୍ଷୀ ପୂର୍ଣିମା ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଭାତୃତ୍ଵ ଓ ସଦଭାବନାର ଏହି ପବିତ୍ର ପର୍ବ ଭାଇ-ଭଉଣୀଙ୍କ ସମ୍ପର୍କକୁ ଆହୁରି ନିବିଡ଼ କରୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.