ବିଜେଡିରୁ ବିଦା ହେଲେ ଦିଗପହଣ୍ଡି ଜିଲ୍ଲା ପରିଷଦ ସଦସ୍ୟ ବିପିନ ପ୍ରଧାନ

ଭୁବନେଶ୍ୱର – ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ବିପିନ ଚନ୍ଦ୍ର ପ୍ରଧାନ। ବିପିନ ଦିଗପହଣ୍ଡି ଜିଲ୍ଲା ପରିଷଦ ସଦସ୍ୟ ଅଛନ୍ତି। ଦଳବିରୋଧୀ କାର୍ଯ୍ୟପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି।ଏ ନେଇ ବିଜେଡି ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

Comments are closed.