ବିଶ୍ୱକର୍ମା ପୂଜା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଭୁ ବିଶ୍ୱକର୍ମାଙ୍କ ଆଶୀର୍ବାଦ ସମସ୍ତଙ୍କ ମଧ୍ୟରେ ନୂଆ ସମ୍ଭାବନାର ସଂରଚନା କରିବା ସହ ପ୍ରତିଟି ଜୀବନ ଆଲୋକିତ ଓ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.