ଲୌହ ମାନବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ସାରାଦେଶରେ ପାଳନ କରାଯାଉଛି ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ। ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶର ସ୍ୱାଧୀନତା ସଂଗ୍ରାମରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଅବଦାନ, ଜାତୀୟ ଏକତା ପାଇଁ ତାଙ୍କ ପ୍ରତିବଦ୍ଧତା ଆଗାମୀ ପିଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.