ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ

ଭୁବନେଶ୍ୱର – ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ଓ ମନ୍ତ୍ରୀ ମହେଶ୍ଵର ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ବ୍ୟକ୍ତ କରିଛନ୍ତି l ସ୍ୱର୍ଗତ ମହେଶ୍ୱର ମହାନ୍ତି ଜଣେ ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଥିଲେ ବୋଲି ରାଜ୍ୟପାଳ କହିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗ,ଆତ୍ମୀୟସ୍ଵଜନ ଓ ଅନୁଗାମୀମାନଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ରାଜ୍ୟପାଳ।

Comments are closed.