ଅବକାରୀ ଅଧିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର – ଭିଜିଲାନ୍ସ ଜାଲରେ ଅବକାରୀ ଅଧିକ୍ଷକ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅବକାରୀ ଅଧିକ୍ଷକଙ୍କ ଘରେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ। ଅବକାରୀ ଅଧିକ୍ଷକ ଗଙ୍ଗା ପାଇକରାୟଙ୍କ ଡିଏସ ଥ୍ରୀ ସିନେମା ହଲ୍ ନିକଟ ଭଡ଼ାଘରେ ଚଢ଼ଉ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଚଢ଼ାଉ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Comments are closed.