ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର – ଆସିଛି ନୂଆବର୍ଷ ୨୦୨୪ । ନୂଆ ଆଶା ଓ ଆକାଂକ୍ଷା ନେଇ ସମସ୍ତେ ନୂଆବର୍ଷକୁ ସ୍ୱାଗତ କରୁଛନ୍ତି। ନୂଆବର୍ଷରେ ନେଇଛନ୍ତି ନୂଆ ସଂକଳ୍ପ। ଇଂରାଜୀ ନବବର୍ଷ ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.