ନବ ଦାସ ହତ୍ୟା ମାମଲା ତଦନ୍ତର ତଦାରଖ କରିବେ ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି

କଟକ - ନବ କିଶୋର ଦାସଙ୍କୁ ହତ୍ୟା ମାମଲାରେ ତଦନ୍ତର ତଦାରଖ କରିବେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସ। ତଦନ୍ତର ତଦାରଖ ପାଇଁ ଜଣେ ପଦାସୀନ ବା ଅବସରପ୍ରାପ୍ତ ବିଚାରପତିଙ୍କୁ ନିଯୁକ୍ତି ଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖା…