ଖୁବ ଶୀଘ୍ର ଓଡିଶା ହେବ ଟ୍ରିଲିୟନ ଡଲାର ଅର୍ଥନୀତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ବିକାଶ ଆମର ଲକ୍ଷ୍ୟ । ଶିଳ୍ପାୟନକୁ ଆମର ସର୍ବାଧିକ ଫୋକସ । ଖୁବଶୀଘ୍ର ଓଡ଼ିଶା ଟ୍ରିଲିୟନ ଡଲାର ଅର୍ଥନୀତି ହେବ । ଓଡ଼ିଶା ହିଁ ହେବ ଦକ୍ଷିଣ ପୂର୍ବ ଏସିଆ ଓ ପୂର୍ବ ଭାରତ ବିକାଶର ମୁଖଶାଳା । ଏପରି କହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଓଡ଼ିଶା ଗଢିବାକୁ ରାଜ୍ୟରେ ଅଧିକରୁ…