ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ କଲେଜରେ ରାଗିଂ ଭିଡିଓ ଭାଇରାଲ୍

ବ୍ରହ୍ମପୁର: ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ ସରକାରୀ ମହାବିଦ୍ୟାଳୟରେ ଦୁଇ ଜଣ ଛାତ୍ରଛାତ୍ରୀଙ୍କୁ ଅନ୍ୟ କିଛି ଛାତ୍ରଛାତ୍ରୀ ମିଶି ଖୋଲା ପଡ଼ିଆରେ ରାଗିଂ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଭିଡିଓ ଭାଇରାଲ୍ ହେବା ପରେ ବଡ଼ବଜାର ଥାନା ପୋଲିସ ସମ୍ପୃକ୍ତ ଛାତ୍ରଙ୍କୁ ଅଟକ…