ବିଗିଡ଼ିଲା ମୁଲାୟମଙ୍କ ସ୍ବାସ୍ଥ୍ୟାବସ୍ଥା, ଆଇସିୟୁରେ ଭର୍ତ୍ତି
ଲକ୍ଷ୍ନୌ: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ଥରେ ବିଗିଡ଼ି ଯାଇଛି। ମୁଲାୟମ ସିଂହ ଯାଦବଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରବିବାର ତାଙ୍କ ସ୍ୱାସ୍ଥ୍ୟ ହଠାତ୍…