ଅତାବିରା ଓ ହିନ୍ଦୋଳ ଏଏନସି ନିର୍ବାଚନ ପାଇଁ ଏପ୍ରିଲ ୩ରେ ଭୋଟ

ଭୁବନେଶ୍ୱର - ଅତାବିରା ଓ ହିନ୍ଦୋଳ ଏଏନଏସି ନିର୍ବାଚନ ପାଇଁ ଆରମ୍ଭ ହେଲା ନିର୍ବାଚନ ପ୍ରକ୍ରିୟା। ଏପ୍ରିଲ ୩ ତାରିଖରେ ହେବ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ମାର୍ଚ୍ଚ ୯ରୁ ୧୫ ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରିହେବ । ୧୭ ମାର୍ଚ୍ଚରେ ପ୍ରାର୍ଥୀ ପତ୍ରଗୁଡ଼ିକ ଯାଞ୍ଚ ହେବ । ପ୍ରାର୍ଥୀପତ୍ର…

ଦିଲ୍ଲୀ ମନ୍ତ୍ରିମଣ୍ଡଳରୁ ସିସୋଦିଆ, ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା

ନୂଆଦିଲ୍ଲୀ: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଉଭୟଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ମଦ ଦୁର୍ନୀତି ମାମଲାରେ ସିସୋଦିଆଙ୍କୁ ସିବିଆଇ ରବିବାର ଗିରଫ କରିଥିଲା ।…

ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳି ନାହିଁ । କୋର୍ଟ ତାଙ୍କ ଜାମିନ ଆବେଦନ ଶୁଣିବାକୁ ମନା କରିଦେଇଛନ୍ତି ‌। ସିସୋଦିଆଙ୍କୁ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଛନ୍ତି ସୁପ୍ରିମକୋର୍ଟ। ଏହା…

ବାଣ ଗୋଦାମରେ ବିସ୍ଫୋରଣ, ୩ ମୃତ

ଜଗତସିଂହପୁର - ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଇଚ୍ଛାପୁର ଠାରେ ଥିବା ବାବା ମାଧୁରୀ ବାଣ କାରଖାନାରେ ବିସ୍ଫୋରଣ । ବିସ୍ଫୋରଣରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ…

ସିସୋଦିଆଙ୍କୁ ପାଞ୍ଚ ଦିନ ସିବିଆଇ ରିମାଣ୍ଡ

ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଗିରଫ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୋମବାର ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ପାଞ୍ଚ ଦିନ ତଥା ମାର୍ଚ୍ଚ ୪ ପର୍ଯ୍ୟନ୍ତ ସିବିଆଇ ହାଜତକୁ ପଠାଇଛନ୍ତି । ସିସୋଦିଆଙ୍କୁ ଆଜି କୋର୍ଟରେ ହାଜର କରିବା ପରେ ସିବିଆଇ ତାଙ୍କୁ ପାଞ୍ଚ ଦିନିଆ…

ସିସୋଦିଆଙ୍କ ଗିରଫ ପ୍ରତିବାଦରେ ଭୁବନେଶ୍ୱରରେ ଆପର ବିକ୍ଷୋଭ, ପ୍ରଧାନମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ

ନୂଆଦିଲ୍ଲୀ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଗିରଫ ପ୍ରତିବାଦରେ ଆମ୍ ଆଦମୀ ପାର୍ଟି (ଆପ୍) ତରଫରୁ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଓଡ଼ିଶାରେ ମଧ୍ୟ ଆପ୍ କର୍ମୀ ରାସ୍ତାକୁ ଓହ୍ଲାଇଛନ୍ତି । ଭୁବନେଶ୍ୱରରେ ବିଜେପିର ରାଜ୍ୟ କାର୍ଯ୍ୟାଳୟ ବାହାରେ ଶତାଧିକ ଆପ୍…