ସୁପ୍ରିମକୋର୍ଟରେ ଆପର ବଡ଼ ବିଜୟ, ଦିଲ୍ଲୀ ମେୟର ନିର୍ବାଚନରେ ମନୋନୀତ ସଦସ୍ୟ ଭୋଟ୍ ଦେଇପାରିବେ ନାହିଁ

ନୂଆଦିଲ୍ଲୀ: ଦିଲ୍ଲୀ ମେୟର ନିର୍ବାଚନ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ପ୍ରଥମ ବୈଠକରେ ହିଁ ଏମସିଡି ମେୟର ନିର୍ବାଚନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ୨୪ ଘଣ୍ଟା ମଧ୍ୟରେ ନୋଟିସ ଜାରି କରିବାକୁ କହିଛନ୍ତି କୋର୍ଟ। ଏହାଛଡ଼ା ମେୟର ନିର୍ବାଚନରେ ମନୋନୀତ…

ଗୋପାଳପୁର ମାଣ୍ଡିଆପଲ୍ଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା…

ଭୁବନେଶ୍ବର: ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁରର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା…

ଏୟାରବସରୁ ୨୫୦ ବିମାନ କିଣିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ଏୟାରବସରୁ ୨୫୦ ବିମାନ କିଣିବ । ଏନେଇ ଟାଟା ଗ୍ରୁପ୍ ମାଲିକାନାରେ ଥିବା ଏୟାର ଇଣ୍ଡିଆ ଓ ଫ୍ରାନ୍ସର ଏୟାରବସ ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହୋଇଛି । ଏକ ଭର୍ଚୁଆଲ ଇଭେଣ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କ…