ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱରର: ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ  ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର…