ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ…