ଅମିତ୍ ରୋହିଦାସ୍‌ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ୟାରିସ୍‌ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍‌ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍‌ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି…