ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର - ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି କରାଯାଇଛି। ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ପାରିତୋଷିକ ବୃଦ୍ଧି କରିବାକୁ…